• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Scorpio

ବିଛା

Sunday 02 Jun 2024

ବିଶାଖା- ବ୍ୟବସାୟୀ ମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । ପରିବାର ଓ ମିତ୍ରଙ୍କ ସହ ସମୟ ବିତାଇବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।      

ଅନୁରାଧା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ ।

ଜ୍ୟେଷ୍ଠା- କର୍ମ କ୍ଷେତ୍ରରେ  ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ବାବବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ।
 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :