• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd June 2024: ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଚନ୍ଦ୍ର- ମୀନ ରାତ୍ରି ୦୧.୪୦ ଗତେ ମେଷ । ତିଥି-୧୧ଶୀ ରାତ୍ରି ୦୨.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୧.୪୦ ଗତେ ମେଷ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୪୧ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Capricorn

ମକର

Sunday 02 Jun 2024

ଉ,ଷାଢା- ପ୍ରେମୀ ପ୍ରେମିକାଙ୍କ ମିଳନ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ ।

ଶ୍ରବଣା- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ ।  ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା- ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦ । ବୃଦ୍ଧି ପାଇବ ।ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :