• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କୋର୍ଟ କଚେରୀରେ ଶୁଭ ଫଳ ମିଳିବ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Aries

ମେଷ

Thursday 02 Mar 2023

ଅଶ୍ୱନୀ- ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ ।

କୃତିକା- ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ଦ୍ୱିଜା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :