• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କୋର୍ଟ କଚେରୀରେ ଶୁଭ ଫଳ ମିଳିବ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Taurus

ବୃଷ

Thursday 02 Mar 2023

କୃତିକା- ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ବାଧ୍ୟ, ବାଧକତାରେ ଦୂରଯାତ୍ରା କରିବାକୁ ପଡିପାରେ ।

ମୃଗଶିରା- ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :