• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କୋର୍ଟ କଚେରୀରେ ଶୁଭ ଫଳ ମିଳିବ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Gemini

ମିଥୁନ

Thursday 02 Mar 2023

ମୃଗଶିରା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ

ଆଦ୍ରା- ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।

ପୁନର୍ବସୁ- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :