• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କୋର୍ଟ କଚେରୀରେ ଶୁଭ ଫଳ ମିଳିବ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Cancer

କର୍କଟ

Thursday 02 Mar 2023

ପୁନର୍ବସୁ- ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପୁଷ୍ୟା- ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର‌୍ୟ୍ୟ କରିବେ । କେହି ଆପଣଙ୍କୁ ସାହାର‌୍ୟ୍ୟର ହାତ ବଢାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।

ଅଶ୍ଳେଷା- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :