• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କୋର୍ଟ କଚେରୀରେ ଶୁଭ ଫଳ ମିଳିବ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Leo

ସିଂହ

Thursday 02 Mar 2023

ମଘା- ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ ।

ପୂ- ଫାଲ୍‌ଗୁନୀ- ବ୍ୟବସାୟ ସାମାନ୍ୟ କ୍ଷତିରେ ଚାଲିପାରନ୍ତି । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ଉ- ଫାଲ୍‌ଗୁନୀ- ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :