ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।
ବିଶାଖା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ୟ୍ୟରେ ସଫଳତା ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ
ଅନୁରାଧା- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ
ଜ୍ୟୋଷ୍ଠା- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ ।
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯