• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କୋର୍ଟ କଚେରୀରେ ଶୁଭ ଫଳ ମିଳିବ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Sagittarius

ଧନୁ

Thursday 02 Mar 2023

ମୂଳା- ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ

ପୂ, ଷାଢା- ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ

ଉ, ଷାଢା- ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି କ୍ଷ ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :