Daily Horoscope 2nd March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କୋର୍ଟ କଚେରୀରେ ଶୁଭ ଫଳ ମିଳିବ
/odishatv-khabar/media/media_files/uploadimage/library/16_9/16_9_0/IMAGE_1677731336-408940.jpg)
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ
ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
