• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।

Aries

ମେଷ

Sunday 02 Mar 2025

ଅଶ୍ୱନୀ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ। ଦ୍ୱିଜା- ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ। ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ। ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୂରା ଦିନ ମନ ପ୍ରସନ୍ନ ରହିବ। କୃତିକା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ। ଗୃହ ନିର୍ମାଣ ବା ଯାନବାହନ ଭୂମି କ୍ରୟ କରି ପାରିବେ। ମହିଳା ମାନେ ସୁସ୍ୱାଦ ଭୋଜନ କରିବେ।

ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :