• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।

Taurus

ବୃଷ

Sunday 02 Mar 2025

କୃତିକା- ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର। ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ। ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ। ରୋହିଣୀ- ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ଅଛି। ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି। ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ। ସମାଜ କଲ୍ୟ।ଣ, ଧର୍ମାନୁଷ୍ଠାନରେ, ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :