• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।

Aquarius

କୁମ୍ଭ

Sunday 02 Mar 2025

ଧନିଷ୍ଠା- ହଠାତ୍ ବାୟୁରୋଗ ଦେଖା ଦେଇପାରେ। ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରିବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ । ଶତଭିଷା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ। ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ। ପୂ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ। ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :