ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।
ମୃଗଶିରା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ। ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି। ଆଦ୍ରା- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ। ସାମାଜିକ ସ୍ଥିତି ବଜାୟ ରହିବ। ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ। ପରୀକ୍ଷାରେ, ପ୍ରତିଯୋଗିତାରେ କୃତକାଯ୍ୟ ହେବେ। ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବ। ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ।
ପ୍ରତିକାର – ବଗଳାମୁଖିଙ୍କର ପୂଜା ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨