• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।

Cancer

କର୍କଟ

Sunday 02 Mar 2025

ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି। ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ। ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ। ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ। ମହିଳାମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ। ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :