ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।
ଉ- ଫାଲ୍ଗୁନୀ- ଶାରିରୀକ ଉନ୍ନତି ଆସିବ। କର୍ମକ୍ଷେତ୍ରରେ ଉତରତର ଉନ୍ନତି କରିବେ। ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ। ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ। କାମରେ ହଠାତ କୌଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି। ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ। ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ।
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫