• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।

Libra

ତୁଳା

Sunday 02 Mar 2025

ଚିତ୍ରା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ। ପ୍ରେମିକା, ପ୍ରେମିକ ମାନେ ପ୍ରେମକ୍ଷେତ୍ରରେ ସଫଳତା ପାଇବେ। ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ସ୍ୱାତୀ- ବ୍ୟବସାୟୀମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ। କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ । ବିଶାଖା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :