• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।

Scorpio

ବିଛା

Sunday 02 Mar 2025

ବିଶାଖା- ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ। ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ। ଋଣକ୍ଷେତ୍ରରେ ଅର୍ଥ ଲାଭ କରିବେ ।ଅନୁରାଧା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାଯ୍ୟ ହେବେ। ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :