ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।
ମୂଳା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ। ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ। ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଉ,ଷାଢା- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ। ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ। ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩