ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।
ଉ, ଷାଢା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ। ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ। ଶ୍ରବଣା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ। ଧନିଷ୍ଠା- ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮