Daily Horoscope 2nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1682735889-982941.jpg)
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର ।ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୨ସିଂହ ରାତ୍ରି ୧୧.୧୮ ଗତେ ୧୩ଶୀଋ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୩ ପାଦ -କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୦୭.୪୦ ଗତେ ୨ ପାଦ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
