ଆଜିର ପଞ୍ଚାଙ୍ଗ ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨ ତାରିଖ ଗୁରୁବାର ଚନ୍ଦ୍ର- ମକର ଦିବା ୦୨.୩୧ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୧.୫୩ ଗତେ ଦଶମୀ।ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୨.୩୧ ଗତେ ମିଥୁନ ଓ ମୀନ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।
ପୁନର୍ବସୁ- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।
ପୁଷ୍ୟା- ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ । ଜୀବନସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଅଶ୍ଲେଷା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ପ୍ରତିକାର – ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨