Daily Horoscope 2nd May 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଆଜିର ପଞ୍ଚାଙ୍ଗ ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨ ତାରିଖ ଗୁରୁବାର ଚନ୍ଦ୍ର- ମକର ଦିବା ୦୨.୩୧ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୧.୫୩ ଗତେ ଦଶମୀ।ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୨.୩୧ ଗତେ ମିଥୁନ ଓ ମୀନ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।

Aries

ମେଷ

Thursday 02 May 2024

ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚ୍ଚିତ୍ର କ୍ଷେତ୍ରରେ ଆଗେଇବେ ।

କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ।

ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :