• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନବାହନ କିଣିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି

Taurus

ବୃଷ

Wednesday 02 Nov 2022

କୃତିକା - ବହୁ ପ୍ରତୀକ୍ଷିତ ଶୁଭ ଖବରଟି ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଆଗନ୍ତୁକ ମାନଙ୍କ ସେବା କରି ଆନନ୍ଦିତ ରହିବେ ।

ରୋହିଣୀ – ନିଜର ଲୋକ ମାନଙ୍କର କାର୍ଯ୍ୟ କଳାପକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ

ମୃଗଶିରା – ବିବାଦୀୟ ପରିସ୍ଥିତିକୁ ଦୃଢମୁକାବିଲା କରିବେ । ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ ।

ପ୍ରତିକାର –ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :