• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନବାହନ କିଣିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି

Aquarius

କୁମ୍ଭ

Wednesday 02 Nov 2022

ଧନିଷ୍ଠା – ମାନସିକ ଚାପ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ବନ୍ଧୁଙ୍କ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବାର ଆଶଙ୍କା ପୂର୍ଣ୍ଣମାତ୍ରାରେ ରହିଛି ।

ଶତଭିଷା – ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । ନୂଆ କରି ବ୍ୟବସାୟ ଆରମ୍ଭ କରିବେ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି 

ପୂ , ଭାଦ୍ରପଦ – ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ ।

ପ୍ରତିକାର –ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :