• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନବାହନ କିଣିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି

Pisces

ମୀନ

Wednesday 02 Nov 2022

ପୂ , ଭାଦ୍ରପଦ - ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପେଟ ବ୍ୟଥାରୁ ମୁକ୍ତି ମିଳିବ ।

ଉ , ଭଦ୍ରପଦ - ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ 

ରେବତୀ – ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସିତିକୁ ସୁଧାରି ନେବେ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :