• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନବାହନ କିଣିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି

Gemini

ମିଥୁନ

Wednesday 02 Nov 2022

ମୃଗଶିରା - ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ ।

ଆଦ୍ରା - ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ ।

ପୁନର୍ବସୁ - ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :