• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନବାହନ କିଣିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି

Cancer

କର୍କଟ

Wednesday 02 Nov 2022

ପୁନର୍ବସୁ - ମନ ଏକପ୍ରକାର ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ ।

ପୁଷ୍ୟା – ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ ।

ଅଶ୍ଳେଷା - କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ମହିଳା ମାନେ କାର୍ଯ୍ୟବ୍ୟସ୍ତ ରହିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :