• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନବାହନ କିଣିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି

Libra

ତୁଳା

Wednesday 02 Nov 2022

ଚିତ୍ରା – ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ । ମନରେ ଅସ୍ଥିରତା ଲାଗି ରହିବ ।

ସ୍ୱାତୀ – ନିଜ ଲୋକମାନେ ବିଶ୍ୱାସଘାତକ କରି ପାରନ୍ତି । ବ୍ୟବସାୟରେ ସାମାନ୍ୟ ପରିବର୍ତନ ହେତୁ ସାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ ।

ବିଶାଖା – ବହୁଦିନରୁ ବାକି ପଡିଥିବା ପଇସା ପାଇବେ । ଛାତ୍ରଛତ୍ରୀ ମାନେ ପଢାରେ ବୃତକାର୍ଯ୍ୟ କରିବେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :