• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଯାନବାହନ କିଣିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି

Capricorn

ମକର

Wednesday 02 Nov 2022

ଉ , ଷାଢା - ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ଶ୍ରବଣା – ରାଜନିତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।

ଧନିଷ୍ଠା – ଆବଶ୍ୟକତା ପୂରଣ ସକାଶେ ଧାର କରିବାକୁ ପଡିପାରେ । ମହିଳା ମାନେ ସଜବାଜରେ ଦିନ କଟିବ ।

ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :