• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Thursday 02 Nov 2023

ଅଶ୍ୱନୀ- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ଦ୍ୱିଜା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ ।

କୃତିକା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :