• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Thursday 02 Nov 2023

କୃତିକା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ରୋହିଣୀ- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତ୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।

ମୃଗଶିରା- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ ।

ପ୍ରତିକାର- ମା’ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :