• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Thursday 02 Nov 2023

ଧନିଷ୍ଠା- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ । ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ ।

ଶତଭିଷା- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର୍ଯ୍ୟ ହାସଲ କରିବେ ।

ପୂ,ଭାଦ୍ରପଦ- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :