• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Thursday 02 Nov 2023

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ ।

ଉ,ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ ।

ରେବତୀ- ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସି ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :