• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Thursday 02 Nov 2023

ମୃଗଶିରା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଆଦ୍ରା- ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ପୁନର୍ବସୁ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :