• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Thursday 02 Nov 2023

ପୁନର୍ବସୁ- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ।

ପୁଷ୍ୟା- ରାଜନୀତିରେ ଲୋକଙ୍କ ପ୍ରିୟ ରହିବେ । କାର୍ଯ୍ୟ କ୍ଷେତ୍ରରେ ଖୁବ ଶୀଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।

ଅଶ୍ଲେଷା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ ।

ପ୍ରତିକାର- ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :