• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Thursday 02 Nov 2023

ମଘା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି ।

ପୂ,ଫାଲଗୁନି- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇପାରନ୍ତି ।

ଉ,ଫାଲଗୁନି- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳ ଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ । କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।

ପ୍ରତିକାର- ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :