• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Thursday 02 Nov 2023

ଉ,ଫଲଗୁନି- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ ।

ହସ୍ତା- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଉଚ୍ଚବର୍ଗଙ୍କ ଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।

ଚିତ୍ରା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :