• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Thursday 02 Nov 2023

ଚିତ୍ରା- ସ୍ୱାସ୍ଥ୍ୟରେ ଅବନତି ହୋଇପାରେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।

ସ୍ୱାତୀ- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ । ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ ।

ବିଶାଖା- ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ ।

ପ୍ରତିକାର- ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :