• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Thursday 02 Nov 2023

ବିଶାଖା- ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

ଅନୁରାଧା- ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

ଜ୍ୟେଷ୍ଠା- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ ।

ପ୍ରତିକାର- ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :