• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Thursday 02 Nov 2023

ମୂଳା- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ । କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।

ପୂ,ଷାଢା- ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ।

ଉ,ଷାଢା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ । ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ । ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ ।

ପ୍ରତିକାର- ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :