• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Nov 2023: ଏହି ରାଶିର ବ୍ୟକ୍ତିଙ୍କ ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତ ବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Thursday 02 Nov 2023

ଉ,ଷାଢା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।

ଶ୍ରବଣା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ ।

ଧନିଷ୍ଠା- ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।

ପ୍ରତିକାର- ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :