ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର ତିଥି –୭ମୀ ରାତ୍ରି ୦୬/୪୭ ଗତେ ୮ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬/୪୭ ଗତେ ୧ପାଦ-କୃଷିଦାନି-ଭୂମିଦାନ
ଧନିଷ୍ଠା –ଧାର କରଜ ସୂତ୍ରରେ ଅର୍ଥ ଲାଭ କରିପାରନ୍ତି
ଶତଭିଷା – ମାଙ୍ଗଳିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିପାରନ୍ତି
ପୂ , ଭାଦ୍ରପଦ – ବିବାଦୀ ଘଟଣାରେ ବିଜୟଲାଭ କରିପାରନ୍ତି
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮