• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Oct 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ପଦୋନ୍ନତି ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର ତିଥି –୭ମୀ ରାତ୍ରି ୦୬/୪୭ ଗତେ ୮ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬/୪୭ ଗତେ ୧ପାଦ-କୃଷିଦାନି-ଭୂମିଦାନ

Pisces

ମୀନ

Sunday 02 Oct 2022

ପୂ , ଭାଦ୍ରପଦ - ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ ପାରନ୍ତି

ଉ , ଭଦ୍ରପଦ - ନିଦ୍ଧିଷ୍ଟ କାର୍ଯ୍ୟରେ କୃତକାର୍ଯ୍ୟ ହେବେ

ରେବତୀ – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ

ପ୍ରତିକାର – ଗୌର ବର୍ଣ୍ଣ ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :