• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Oct 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ପଦୋନ୍ନତି ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର ତିଥି –୭ମୀ ରାତ୍ରି ୦୬/୪୭ ଗତେ ୮ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬/୪୭ ଗତେ ୧ପାଦ-କୃଷିଦାନି-ଭୂମିଦାନ

Gemini

ମିଥୁନ

Sunday 02 Oct 2022

ମୃଗଶିରା - କର୍ମକ୍ଷେତ୍ରରେ ବୁଦ୍ଧି ପ୍ରୟୋଗ ଦ୍ୱାରା ସୁଫଳତା ହାସଲ କରିବେ

ଆଦ୍ରା - ଆପଣଙ୍କର ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବେ

ପୁନର୍ବସୁ - ପୁରାତନ ରୋଗର ଉପଶମ ହେବ

ପ୍ରତିକାର – କିଛି ମୁଗଡାଲି ବିଷ୍ଣୁଙ୍କ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :