• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Oct 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ପଦୋନ୍ନତି ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର ତିଥି –୭ମୀ ରାତ୍ରି ୦୬/୪୭ ଗତେ ୮ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬/୪୭ ଗତେ ୧ପାଦ-କୃଷିଦାନି-ଭୂମିଦାନ

Leo

ସିଂହ

Sunday 02 Oct 2022

ମଘା – କର୍ମଜୀବୀ ମହିଳାଙ୍କ ପାଇଁ କାମର ବୋଝ କମ୍ କରିବ

ପୂ , ଫାଲଗୁନୀ - ପତି ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାବଣା ରହିବ

ଉ ,ଫାଲଗୁନୀ – ଧନ ଲାଭର ନୂଆ ମାର୍ଗ ଦୃଷ୍ଟି ଗୋଚର ହେବ

ପ୍ରତିକାର – ଲାଲ ମୁହା ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :