Daily Horoscope 2nd Oct 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ପଦୋନ୍ନତି ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1664684839-453413.jpg)
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର ତିଥି –୭ମୀ ରାତ୍ରି ୦୬/୪୭ ଗତେ ୮ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬/୪୭ ଗତେ ୧ପାଦ-କୃଷିଦାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
