• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Oct 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ପଦୋନ୍ନତି ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର ତିଥି –୭ମୀ ରାତ୍ରି ୦୬/୪୭ ଗତେ ୮ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬/୪୭ ଗତେ ୧ପାଦ-କୃଷିଦାନି-ଭୂମିଦାନ

Capricorn

ମକର

Sunday 02 Oct 2022

ଉ , ଷାଢା - ଚାକିରି ବୃର୍ତ୍ତିରେ ନୂଆ ଉପାୟ ଗ୍ରହଣ କରିବାକୁ ଚେଷ୍ଟା କରିବେ

ଶ୍ରବଣା – ବହୁ ଦିନର ସ୍ୱପ୍ନ ସାକାର ହୋଇପାରେ

ଧନିଷ୍ଠା –ଆପଣଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ

ପ୍ରତିକାର – କୋଇଲା ଖଣ୍ଡ ନେଇ କୌଣସି ରୋଷୋଇ ହେଉଥିବା ଧର୍ମ ସ୍ଥାନରେ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :