ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ
ଅଶ୍ୱନୀ - ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । କର୍ମ କ୍ଷେତ୍ରରେ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜୀବନସାଥୀ ସହିତ ବାହାରକୁ ବୁଲିଯିବେ ।
ଦ୍ୱିଜା - କାମ ସମ୍ପର୍କିତ ଉଦ୍ୟମରେ ଆପଣ ସଫଳ ହେବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଶିକ୍ଷା ସମ୍ପର୍କିତ ସମସ୍ୟା ମାସିକ ସ୍ଥିତିକୁ ବିଷାଦିତ କରି ରଖିବ ।
କୃତିକା - ଯାନବାହାନ କିଣିବାର ଅବସର ମିଳିବ । ଧର୍ମ କାର୍ଯ୍ୟରେ ଆସ୍ଥା ବଢିବ । ଅଟକି ରହିଥିବା କାମକୁ ପୂରା ଦମ୍ରେ କରିବା ପାଇଁ ନିଷ୍ପତି ନେଇପାରନ୍ତି ।
ପ୍ରତିକାର - ଘରୁ ବାହାରିବା ସମୟରେ ଠାକୁରଙ୍କ ପାଖରେ ଦୀପଟିଏ ଜାଳନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯