• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Aries

ମେଷ

Monday 02 Oct 2023

ଅଶ୍ୱନୀ - ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । କର୍ମ କ୍ଷେତ୍ରରେ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜୀବନସାଥୀ ସହିତ ବାହାରକୁ ବୁଲିଯିବେ ।

ଦ୍ୱିଜା - କାମ ସମ୍ପର୍କିତ ଉଦ୍ୟମରେ ଆପଣ ସଫଳ ହେବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଶିକ୍ଷା ସମ୍ପର୍କିତ ସମସ୍ୟା ମାସିକ ସ୍ଥିତିକୁ ବିଷାଦିତ କରି ରଖିବ ।

କୃତିକା - ଯାନବାହାନ କିଣିବାର ଅବସର ମିଳିବ । ଧର୍ମ କାର୍ଯ୍ୟରେ ଆସ୍ଥା ବଢିବ । ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତି ନେଇପାରନ୍ତି ।

ପ୍ରତିକାର - ଘରୁ ବାହାରିବା ସମୟରେ ଠାକୁରଙ୍କ ପାଖରେ ଦୀପଟିଏ ଜାଳନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :